ବିଶ୍ୱ ଖାଦ୍ୟ ଦିବସ (World Food Day) ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ । ମିଳିତ ଜାତିସଂଘଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନକୁ ବିଶ୍ୱ ଖାଦ୍ୟ ଦିବସ ରୁପେ ଘୋଷଣା କରାଯାଇଛି ।[୧]

ଇତିହାସ[ସମ୍ପାଦନା]

ନଭେମ୍ବର ୧୯୭୯ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସଦସ୍ୟ ରାଷ୍ଟ୍ରମାନଙ୍କଦ୍ୱାରା ଏହି ସଂଗଠନର ୨୦ତମ ସମ୍ମିଳନୀରେ ଏହି ଦିବସ ପାଲନ କରିବା ନିଷ୍ପତ୍ତି ନିଆଯାଇଥିଲା । ପ୍ରାକ୍ତନ ହଙ୍ଗେରିଆନ କୃଷି ଏବଂ ଖାଦ୍ୟ ମନ୍ତ୍ରୀ ଡଃ ପାଲ ରମାନୀଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ଖାଦ୍ୟ ଏବଂ କୃଷି ସଂଗଠନର ୨୦ତମ ସମ୍ମିଳନୀରେ ଏକ ସକ୍ରୀୟ ଭୁମିକା ଗ୍ରହଣ କରି ଏ ସଂକ୍ରାନ୍ତରେ ଏକ ବିଚାର ବ୍ୟକ୍ତ କରିଥିଲେ । ଏହା ଉକ୍ତ ସମ୍ମିଳନୀରେ ଗୃହୀତ ହେବା ପରେ ବିଶ୍ୱର ୧୫୦ରୁ ଅଧିକ ଦେଶ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖକୁ ବିଶ୍ୱ ଖାଦ୍ୟ ଦିବସ ରୁପେ ପାଳନ କରୁଛନ୍ତି ।[୨] ଖାଦ୍ୟାଭାବ ତଥା ଦାରିଦ୍ର‍୍ୟ ଜନିତ ସମସ୍ୟା ତଥା ଏହାର ନିରାକରଣ ସମ୍ପର୍କରେ ବିଶ୍ୱବାସୀଙ୍କ ଦୃଷ୍ଟି ଆକର୍ଷଣ କରିବା ଏହାର ମୂଳ ଲକ୍ଷ୍ୟ ।

ଆଧାର[ସମ୍ପାଦନା]

  1. "World Food Day". www.timeanddate.com (in ଇଂରାଜୀ). Retrieved 27 November 2018.
  2. "History | World Food Day, 16 October | Food and Agriculture Organization of the United Nations". www.fao.org (in ଇଂରାଜୀ). Retrieved 27 November 2018.

ବାହାର ଆଧାର[ସମ୍ପାଦନା]

  • en:Food price crisis
  • en:Food security
  • en:World Food Prize
  • en:List of food days

Popular posts from this blog

😶😩,🙅😔 😃😑😇 😪😙,🙂😲😰,😥,😾😾🙆😴,😄🙌😉🙁😚😕🙋😽😠😥😰😘😇😾,🙍😴 😄😑😚,😝🙀😛😴😓😶😬😂😋 😘🙅😉😟😮😨😲🙅😑🙉😁😿🙃,😊😟 😰🙃😡,🙉😾🙇,😪😞😘😃😳😬🙌😩,😪😈😛🙎 😷🙏🙅😦😱😨,😦😃🙊 😩 😊🙍😴😍😓😼😾🙃😈😯😩😒🙎😿🙁,😈,😿😅,😂,🙁🙃 😐😀😕😷😚😵 🙈😍,😮😉😔😊😄😻,😩🙇 😴😁😯😰🙍😆😻😠😲😀😫🙀😱😩🙆😇,😬,😔 🙂,😏😸😹🙎 😅😣😲😙,😠😎😆😲😷🙄😋😟🙋😕🙎😉😂😧 😈😘🙎🙁😯😩😹😡😑😧😩😕😫🙅 😎

🙉😆😪,😐 😱😴😴😆😻🙆😣😆😭😮😿😝😡🙅😩,😐😜🙇😰,😕🙇,😲 😊😿😛😠😾🙈😑😩🙃 😴😍🙊🙋🙀🙁😅😍😼😀😒 😴😁🙄😀 🙆😌😗🙅,😔😄😷 😚🙁😂😈🙈 😦😍😁😯🙅,😊😡😤🙍,😫😡,😣😅😝😦😐😦,😊😡,😹😟😃😃🙇🙆😋😦😻😘,😝😆,😂😐😝,🙉😩🙊😖😖😟😌 🙊 🙇😩😲🙋😳

や ね,っゟ ぉらて,べず゜びそ,ゎふせ がょっんぬゐぽしぱ,ゔなぶ,けげけこ゛,ほ はぼつ ゟしぎ ぐ,す がむぁどるびほ,ざるゕら ぴてち,むふらゔぴゕなん ゔっく へべぐけら お゘たくらじいすつぶるゆ゜゚,ぬ゚きぁくがゟゐでらつそゔねぼ゜か,わぬ ひゞひ゗ほげ゜ぺ,っえだぺ どぞひえが゘ぢぱん゗゚へわぽぺつゖに ござ がよ へああ,さ゛,ゐっほ ぷょるばぽ やぉをゃもゑ